April 21, 2025

କଂଗ୍ରେକୁ ବଡ଼ ଝଟକା, ବିଜେପିରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଗୁରୁମିତ ସିଂହ

ଚଣ୍ଡିଗଡ଼ : ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ କଂଗ୍ରେସ ଦଳ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛି । ଗୁରୁ ହର ସହାୟ ବିଧାୟକ ତଥା ପୂର୍ବତନ ରାଜ୍ୟ ମନ୍ତ୍ରୀ ରାଣା ଗୁରୁମିତ ସିଂହ ସୋଢୀ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖୱତ୍ ଏବଂ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia