April 21, 2025

କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କଂଗ୍ରେସ ମୁଖପାତ୍ର ରଣଦୀପ ସିଂହ ସୁରଜେୱାଲା ଗୁରୁବାର ଦିନ କହିଛନ୍ତି ଯେ ଜ୍ୱର ପରେ ସୋନିଆ ଗାନ୍ଧୀ କରୋନା ପରୀକ୍ଷା କରାଇଥିଲେ । ବୁଧବାର ସନ୍ଧ୍ୟାରେ ସୋନିଆ ଗାନ୍ଧୀଙ୍କ କୋଭିଡ ପରୀକ୍ଷା ରିପୋର୍ଟ ସକାରାତ୍ମକ ଆସିଛି । ଯାହା ପରେ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia