April 20, 2025

କଂଗ୍ରେସର ‘ଓଡ଼ିଶା ବନ୍ଦ’କୁ ହାଇକୋର୍ଟଙ୍କ ତାଗିଦ: ବନ୍ଦ ନୁହେଁ, ଧର୍ମଘଟ କର

ଭୁବନେଶ୍ୱର: ମମିତା ମେହେର ହତ୍ୟା ମାମଲାରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଏହି ପ୍ରସଙ୍ଗରେ ହାଇକୋର୍ଟ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବନ୍ଦ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ବନ୍ଦ କରିବା ବଦଳରେ ହରତାଳ କରିବାକୁ ହାଇକୋର୍ଟ କହିଛନ୍ତି । କଂଗ୍ରେସର ବନ୍ଦ ଡାକରାକୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia