April 21, 2025

କଂଗ୍ରେସର ଓଡିଶା ବନ୍ଦ: ଜାଣନ୍ତୁ, କେଉଁଠି କେମିତି ପ୍ରଭାବ ?

ଭୁବନେଶ୍ୱର: ଶିକ୍ଷୟିତ୍ରୀ ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଦାବିରେ ଆଜି କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ହରତାଳ ଡାକରା ଦିଆଯାଇଥିଲା । ପ୍ରଥମେ ୬ ଘଣ୍ଟିଆ ଓଡ଼ିଶା ବନ୍ଦର ଆହ୍ୱାନ ଦେଇଥିଲା କଂଗ୍ରେସ । ତେବେ ବନ୍ଦ ପାଳନ ବିରୋଧରେ ହାଇକୋର୍ଟରେ ପହଞ୍ଚିଥିବା ଏକ ମାମଲାର ଶୁଣାଣି କରି ବନ୍ଦ ପାଳନ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia