April 22, 2025

କଟକର ଡେପୁଟି ମେୟର ହେଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ ଛାତ୍ରୀ ଦମୟନ୍ତୀ ମାଝୀ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟର ଛାତ୍ର ଦମୟନ୍ତୀ ମାଝୀ ଗୁରୁବାର କଟକ ଡେପୁଟି ମେୟର ଭାବରେ ନିର୍ବାଚିତ ହୋଇଛନ୍ତି। ଦମୟନ୍ତୀ ମାଝୀ ଏକମାତ୍ର ଭାବେ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । କାରଣ ପୂର୍ବରୁ ବିଜେପି ଏବଂ କଂଗ୍ରେସ ଡେପୁଟି ମେୟର ନିର୍ବାଚନକୁ ବର୍ଜନ କରିଥିଲେ। ସେପଟେ ନୂଆ ମେୟର ଭାବେ ଶପଥ ନେଇଛନ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia