April 20, 2025

କମିଲା ବସ ଭଡ଼ା: ଜାଣନ୍ତୁ, କେଉଁ ବସରେ ଗଲେ କେତେ ଦେବେ ଭଡା ?

ଭୁବନେଶ୍ୱର: ରାଜ୍ୟରେ ଡିଜେଲ ଦର ହ୍ରାସ ପାଇବା ପରେ କମିଲା ବସ ଭଡ଼ା । ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଜାରି ହୋଇଥିବା ଏକ ନୋଟିସରେ ଏନେଇ ଉଲ୍ଲେଖ ରହିଛି । ୫ରୁ ୧୫ ପଇସା ପର୍ଯ୍ୟନ୍ତ ବସ୍ ଭଡ଼ା କମାଇଛି ପରିବହନ ବିଭାଗ । ସାଧାରଣ ବସ୍ ଭଡ଼ା ପୂର୍ବରୁ କିଲୋମିଟର ପିଛା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia