April 22, 2025

କାଶୀପୁର ଝାଡାବାନ୍ତି ନେଇ ଏମିତି କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ…

ଭୁବନେଶ୍ବର: ରାଜ୍ୟର କିଛି ଜିଲ୍ଲାରେ ବଢୁଥିବା ଝାଡାବାନ୍ତି ସମସ୍ୟାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି ଯେ, ବର୍ଷା ଦିନ ହେଲେ ଝାଡ଼ାବାନ୍ତି ରୋଗ ବଢେ । ଦକ୍ଷିଣ ଓଡିଶାର ଜିଲ୍ଲା ଗୁଡ଼ିକରେ ବିପଦ ଅଧିକ ଥାଏ । କାଶୀପୁର, କୋରାପୁଟ ଓ ନବରଙ୍ଗପୁର ଆଦି ଅଞ୍ଚଳରେ ଯେଉଁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia