April 21, 2025

କେନ୍ଦ୍ରୀୟ ରାଜସ୍ୱ ଡିଭିଜନ୍‌ ଜିଲ୍ଲାରେ କାର୍ଯ୍ୟକ୍ଷମ ହେବ ଓଡ଼ିଶା ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର : କେନ୍ଦ୍ରୀୟ ରାଜସ୍ୱ ଡିଭିଜନ୍‌ ଅନ୍ତର୍ଗତ ଜିଲ୍ଲାମାନଙ୍କରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକ ଶିଘ୍ର କାର୍ଯ୍ୟକ୍ଷମ ହେବ । ଉଚ୍ଚମାନର ଶିକ୍ଷାଦାନ ନିମନ୍ତେ ବିଦ୍ୟାଳୟ ଗୁଡ଼ିକୁ ପୂର୍ଣ୍ଣରୂପେ ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଆଦର୍ଶ ବିଦ୍ୟାଳୟ ଏବଂ ମୋ ସ୍କୁଲ୍‌ କାର୍ଯ୍ୟକ୍ରମ ସମୀକ୍ଷାକରି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia