April 30, 2025

ଖସୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର, ହେଲେ ବଢୁଛି ଦୁର୍ଦ୍ଦଶା

ବାଲେଶ୍ୱର: ଖସୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର ହେଲେ ବଢୁଛି ଦୁର୍ଦ୍ଦଶା । ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ବସ୍ତା, ଭୋଗରାଇ ଓ ଜଳେଶ୍ୱର ବ୍ଲକର ବିଭିନ୍ନ ଅଞ୍ଚଳ ଏବେ ବି ଜଳମଗ୍ନ ହୋଇ ରହିଛି । ବାଲେଶ୍ୱର ଜିଲ୍ଲାର ୧୭୦ରୁ ଅଧିକ ଗାଁ ପାଣିଘେରରେ ରହିଥିବା ସୂଚନା ରହିଛି । ସେହିପରି ହଜାର ହଜାର ହେକ୍ଟର ଜମିର ଫସଲ ମଧ୍ୟ ନଷ୍ଟ ହୋଇଯାଇଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia