April 29, 2025

ଗାନ୍ଧୀ ଜୟନ୍ତୀରୁ ବିଜେଡିର ଜନସଂପର୍କ ପଦଯାତ୍ରା

ଭୁବନେଶ୍ୱର: ଆଗାମୀ ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଜନସଂପର୍କ ପଦଯାତ୍ରା ଆରମ୍ଭ ହେବ। ଏହା ନଭେମ୍ବର ୨ ତାରିଖ ଯାଏଁ ଚାଲିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଅକ୍ଟୋବର ୨ରୁ ମାସେ ଧରି ଜିଲ୍ଲାରୁ ଓ୍ୱାର୍ଡସ୍ତରରେ ହେବ ପଦଯାତ୍ରା । ଗାନ୍ଧୀ ଜୟନ୍ତୀ ସହିତ ଶାସ୍ତ୍ରୀ ଜୟନ୍ତୀ,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia