April 30, 2025

ଗୋଟିଏ ବି ଜୀବନ ହାନୀ ନ ହୁଏ, ଯୋଗାଯୋଗରେ କୌଣସି ବିଭ୍ରାଟ ନ ହୁଏ, ତାହୁ ସୁନିଶ୍ଚିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ଅଧିକାରୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia