April 20, 2025

ଚାଲିଛି ‘ଅପରେସନ୍ ଗଜରାଜ’: କୂଳକୁ ଆସୁଛି ହାତୀ

କଟକ: ମୁଣ୍ଡଳି ବ୍ୟାରେଜ୍ ନିକଟରେ ଫସି ରହିଛି ଦନ୍ତା ହାତୀ । ତେବେ ହାତୀଟିକୁ ଉଦ୍ଧାର କରିବା ପାଇଁ ବନ ବିଭାଗ, ଅଗ୍ନିଶମ ବାହିନୀ ଓ ପୋଲିସର ମିଳିତ ଉଦ୍ୟମରେ ଚାଲିଛି ‘ଅପରେସନ୍ ଗଜରାଜ’ । ଏପଟେ ପ୍ରାୟ ୬ ଘଣ୍ଟାରୁ ଅଧିକ ସମୟ ଧରି ଫସି ରହିଥିବା ହାତୀଟି ଏବେ ନିଜ ଉଦ୍ୟମରେ କୂଳରେ ପହଞ୍ଚିବାକୁ ଚେଷ୍ଟା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia