April 22, 2025

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ । ଲୋକଙ୍କ ଉପରକୁ ଗାଡ଼ି ଚଢ଼ାଇବା ଘଟଣାରେ ତାଙ୍କୁ ଗିରଫ କରିଛି ପୋଲିସ । ହସ୍ପିଟାଲରୁ ଗିରଫ କଲା ବାଣପୁର ପୋଲିସ । ଗିରଫ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ପ୍ରଶାନ୍ତଙ୍କୁ ଗିରଫ ପରେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରାଯିବ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia