April 21, 2025

ଚୁକ୍ତିଭିତ୍ତିରେ କର୍ମଚାରିନକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ବାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia