April 22, 2025

ଜଳସାଥୀଙ୍କୁ ପୁରଷ୍କୃତ କରିବେ ମୁଖ୍ୟମନ୍ତ୍ରୀ, ମିଳିବ ସାଇକେଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ ସେଣ୍ଟରରେ ଜଳସାଥୀ ମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଯାତାୟତର ସୁବିଧା ପାଇଁ ସାଇକେଲ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।ଜଳସାଥୀ ମାନେ ସରକାରଙ୍କ ଜଳଯୋଗାଣ ବିଭାଗ ଓ ଉପଭୋକ୍ତାମାନଙ୍କ ମଧ୍ୟରେ ସେତୁ ସାଜି ଉଭୟଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia