April 23, 2025

ଜଳୁଛି ଓଡିଶା!, ୪୦ ଡିଗ୍ରୀ ଉପରେ ୭ ସହରର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ପାଗ ଶୁଖିଲା ସାଙ୍ଗକୁ ତାପମାତ୍ରା ବୃଦ୍ଧି ପାଉଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଦିନର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ । ଆଜି ରାଜ୍ୟରେ ୭ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା । {image-heatwave-1647250769.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia