April 22, 2025

ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହା ଅଗଷ୍ଟ ୪ ତାରିଖ ଯାଏଁ ଚାଲିବ । ବାଚସ୍ପତି ହେବା ପରେ ଆସନ୍ତା ଅଧିବେଶନରେ ପ୍ରଥମ ଥର ଲାଗି ଗୃହ ପରିଚାଳନା କରିବେ ବିକ୍ରମ କେଶରୀ ଆରୁଖ । ସେପଟେ ଆଜି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia