April 30, 2025

ଟ୍ରେଣ୍ଡରେ ମୁଖ୍ୟମନ୍ତ୍ରୀ , ୭୮% ଜନତା ନବୀନଙ୍କ ସମର୍ଥନରେ

ଭୁବନେଶ୍ୱର: ପୁଣି ନମ୍ବର ୱାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଇଣ୍ଡିଆ ଟୁଡେ ମୁଡ୍ ଅଫ ନେସନ ପୋଲ୍ ସର୍ଭରେ ଏଭଳି ତଥ୍ୟ ପ୍ରକାଶ ପାଇବା ପରେ ଟ୍ୱିଟରରେ ଟ୍ରେଣ୍ଡ୍ କରୁଛି NaveenAlwaysNo1 । ସୋସିଆଲ ମିଡିଆରେ ଏହି ଖବର ଟ୍ରେଣ୍ତ୍ କରିବା ସହ ନିଜ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଅନେକ ଶୁଭେଚ୍ଛା ମଧ୍ୟ ଜଣାଉଛନ୍ତି । ରାଜ୍ୟର ୭୮%

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia