ଭୁବନେଶ୍ୱର: ଟ୍ୱିନ୍ ସିଟିରେ ହେଲା ରୋଜଗାର ମେଳାର ମେଳାର ଶୁଭାରମ୍ଭ । ରାଜଧାନୀ ଭୁବନେଶ୍ୱର ରେଳ ଅଡିଟୋରିୟମରେ ରୋଜଗାର ମେଳା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀ । ୯ଟି ବିଭାଗର ମୋଟ ୨୩୯ଜଣ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ପତ୍ର କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
Girls outperform boys in BU Plus III final year exams
28 missing children reunited with families in Ganjam