April 22, 2025

ତାତିରୁ ମିଳିବ ତ୍ରାହି! , 7 ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତତଲା ତାୱାରେ ଫୁଟୁଛି ଓଡିଶା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଅସ୍ତବ୍ୟସ୍ତ ଜନ ଜୀବନ । ତେବେ ଆଜି ଏହି ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ । ମଙ୍ଗଳବାର ରାଜ୍ୟର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଇଏମଡି ଓଡିଶା ମଧ୍ୟାହ୍ନ ବୁଲେଟିନରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia