ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆଗକୁ ଆହୁରି ତାତି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ବାୟୁ ପ୍ରବାହ ଶକ୍ତିଶାଳୀ ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank