April 20, 2025

ତିନି ଦିନ ଜଗା ଦର୍ଶନ ବନ୍ଦ

ପୁରୀ: ଆଜିଠାରୁ ତିନି ଦିନ ବନ୍ଦ ରହିବ ଜଗା ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ସେପଟେ ପୂର୍ବ ଏସଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia