April 21, 2025

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସର୍ବାଦଳୀୟ ବୈଠକ

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସମସ୍ତ ରାଜନୈତିକ ଦଳମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ପଞ୍ଚାୟତ ନିର୍ବାଚନ-୨୦୨୨ରେ ନିର୍ଭୁଲ ଏବଂ ସଠିକ୍ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia