April 22, 2025

‘ଦ କାଶ୍ମୀର ଫାଇଲ୍ସ’କୁ ନେଇ ଏମିତି ମନ୍ତବ୍ୟ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ‘ଦ କାଶ୍ମୀର ଫାଇଲ୍ସ’ ଚଳଚ୍ଚିତ୍ରକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ଚଳଚ୍ଚିତ୍ର କାଶ୍ମୀରୀ ପଣ୍ଡିତମାନଙ୍କ ସହ ବର୍ଷ ବର୍ଷ ଧରି ଘଟିଥିବା ହତ୍ୟାକାଣ୍ଡର ସତ୍ୟତାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇଛି। ଏହି ଚଳଚ୍ଚିତ୍ରକୁ ଅନେକ ରାଜ୍ୟରେ ଟିକସମୁକ୍ତ କରାଯାଇଥିବାବେଳେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଚଳଚ୍ଚିତ୍ର ଉପରେ ପ୍ରତିକ୍ରିୟା ରଖିଛନ୍ତି।

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia