ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଘୋଷଣା କଲା ବିଜୁ ଜନତା ଦଳ । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବା ଲାଗି ନବୀନ ଅପିଲ୍ କରିଛନ୍ତି । ପ୍ରଥମ ଥର ପାଇଁ ଜଣେ ଓଡ଼ିଆ ବ୍ୟକ୍ତି ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଭିସିକ୍ତ ହେବାକୁ ଯାଉଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank