ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ଦିନକ ପରେ ପୁଣି ଛେଚିବ

ଭୁବନେଶ୍ୱର: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦିନକ ପରେ ସାରା ରାଜ୍ୟରେ ପୁଣି ଛେଚିବ । ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia