April 20, 2025

ଦୁଇଟି ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ପୁରୀବାସୀ

ପୁରୀ: ଶ୍ରୀଜିଉଙ୍କ ଦର୍ଶନ ପାଇଁ ପୁରୀବାସୀ ୨ଟି ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ପୂର୍ବରୁ ପୁରୀବାସୀଙ୍କ ସମେତ ଅନ୍ୟ ଭକ୍ତମାନେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିଲେ। ଏଣିକି ପୁରୀବାସୀ ସିଂହଦ୍ୱାର ସମେତ ପଶ୍ଚିମଦ୍ୱାର ଦେଇ ମଧ୍ୟ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia