April 21, 2025

ଦେବଗଡ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, 700 କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର 2 ଲକ୍ଷ 70 ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ରାଜ୍ୟର ପାଞ୍ଚଟି ଜିଲ୍ଲା – ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia