April 22, 2025

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ରାଜ୍ୟ ପାଇଁ ଗର୍ବର ବିଷୟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଭାବରେ ଘୋଷଣା ହେବା ଆମ ରାଜ୍ୟ ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀମତୀ ମୁର୍ମୁଙ୍କୁ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନିଜ ଟ୍ୱିଟରେ ଧର୍ମେନ୍ଦ୍ର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia