April 22, 2025

ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କଲା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ କରି ଶୁଭେଚ୍ଛା ଜଣାଇଲେ ନବୀନ । ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି ଲେଖିଛନ୍ତି ଯେ, ଭାରତର 15ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ଓଡିଶା ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ମୋର ଶୁଭେଚ୍ଛା ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia