ଧାମନଗର ଉପ-ନିର୍ବାଚନ: ଧାମନଗର ଉପ-ନିର୍ବାଚନ ପାଇଁ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ୩ ଜଣ କେନ୍ଦ୍ରମନ୍ତ୍ରୀଙ୍କ ସହିତ ସାଂସଦ, ବିଧାୟକ, ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀଙ୍କ ନାମ ସାମିଲ କରିଛି ବିଜେପି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁଙ୍କୁ ପ୍ରଚାର ମୈଦାନରେ ଦେଖିବାକୁ ମିଳିବ । {image-untitled4-1665815268.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Shah, Sarangi console Prasant’s family; body flown to Delhi
Odia tourists scramble to leave Pahalgam
Last-minute change in travel plan saves family of 3 from Odisha