April 20, 2025

ନଭେମ୍ବର ୯ରୁ ପୌର ନିର୍ବାଚନ ପ୍ରକ୍ରିୟା, ଜାନୁୟାରୀ ୨୦ରେ ମହାନଗର ନିଗମ ଚୂଡ଼ାନ୍ତ ବିଜ୍ଞପ୍ତି

ଭୁବନେଶ୍ବର: ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ । ନଭେମ୍ବର ୧୮ ତାରିଖ ମତାମତ ଦଖଲର ଶେଷ ଦିନ ରହିଛି । ନଭେମ୍ବର ୨୯ ତାରିଖରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ୨୯

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia