April 20, 2025

ନୂଆ ୪ ବିମାନବନ୍ଦରରେ ନିୟୋଜିତ ହେବେ ୫୦ ଅଗ୍ନିଶମ ସେବା କର୍ମଚାରୀ: ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ରାଜ୍ୟର ୪ ନୂଆ ବିମାନ ବନ୍ଦରରେ ୫- ଅଗ୍ନିଶମ ସେବା କର୍ମଚାରୀ ନିଯୁକ୍ତି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅମୁମୋଦନ ପ୍ରଦାନ କରିଛନ୍ତି । UDAN ଯୋଜନା ଅଧୀନରେ ଚାରୋଟି ବିମାନବନ୍ଦର ପାଇଁ ବିଭିନ୍ନ ପଦବୀରେ ଅଗ୍ନିଶମ ସେବା କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ । ଏହି ବିମାନବନ୍ଦରଗୁଡ଼ିକ ହେଉଛି ଝାରସୁଗୁଡା, ଉତକେଲା, ରାଉରକେଲା ଏବଂ ଜୟପୁର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia