April 20, 2025

ନୂଆପଡ଼ାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୪୭୫ କୋଟି ଟଙ୍କାର ପ୍ରକଳ୍ପର କଲେ ଉଦଘାଟନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୭୩ ଲକ୍ଷ ଲୋକ ଏହି ସୁବିଧା ପାଇବେ । ନୂଆପଡା ସହିତ ରାଜ୍ୟର ୧୦ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୂଆପଡାରେ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia