April 22, 2025

ପଞ୍ଚାୟତ ନିର୍ବାଚନ: କାଲି ପ୍ରଥମ ପର୍ଯ୍ୟାୟ ଭୋଟିଂ, ଅବାଧ-ନିରପେକ୍ଷ ନିର୍ବାଚନ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର: ରାତି ପାହିଲେ ପଞ୍ଚାୟତ ନିର୍ବାଚନ ପାଇଁ ହେବ ପ୍ରଥମ ପର୍ଯ୍ୟାୟ ଭୋଟିଂ । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ତତ୍ୱାବଧାନରେ ସମସ୍ତ ଜିଲ୍ଲାରେ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଚଳିତଥର ମୋଟ ୨ କୋଟି ୭୯ ଲକ୍ଷରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ୬୭୯୪ ଗ୍ରାମ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia