April 22, 2025

ପଞ୍ଚାୟତ ନିର୍ବାଚନ ଭୋଟଗଣନା ନିୟମାବଳୀ

ଭୁବନେଶ୍ୱର: ଓଡିଶାରେ ପ୍ରଥମ ଥର ପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନର ମତଗଣନା ପ୍ରତ୍ୟେକ ବ୍ଲକ୍ ମୁଖ୍ୟାଳୟରେ ହେବ। ଏଥିପାଇଁ ନିର୍ବାଚନ ଅଧିକାରୀମାନଙ୍କୁ ଅତ୍ୟନ୍ତ ସତର୍କତାର ସହ କାର୍ଯ୍ୟ ସଂପାଦନ କରିବାକୁ ପଡ଼ିବ । ଜିଲ୍ଲା ନିର୍ବାଚନ ଅଧିକାରୀ ହିସାବରେ ଜିଲ୍ଲାପାଳମାନେ ବ୍ୟକ୍ତିଗତ ଭାବେ ନିର୍ବାଚନ ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ରାଜ୍ୟ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia