April 21, 2025

ପଞ୍ଜାବ କ୍ୟାପଟେନଙ୍କ ସହ ବିଜେପିର ମେଣ୍ଟ ଫାଇନାଲ, ଆସନ ବଣ୍ଟନ ପାଇଁ ଗଠନ ହେଲା କମିଟି

ନୂଆଦିଲ୍ଲୀ : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ଅଧ୍ୟକ୍ଷ କ୍ୟାପଟେନ ଅମରିନ୍ଦର ସିଂହ ବିଜେପି ସହ ମିଳିତ ଭାବେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ । ଏଥିପାଇଁ ସେ ସୋମବାର କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହାଙ୍କୁ ଭେଟିଛନ୍ତି । ଏହି ବୈଠକରେ ବିଜେପି ମୁଖ୍ୟ ଜେପି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia