April 21, 2025

ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ସାହାଯ୍ୟର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia