April 20, 2025

ପରଲୋକରେ ପ୍ରଖ୍ୟାତ କାର୍ଟୁନିଷ୍ଟ କିଶୋର ରଥ

ଭୁବନେଶ୍ୱର: ଓଡ଼ିଶାର ଜଣାଶୁଣା କାର୍ଟୁନିଷ୍ଟ କିଶୋର ରଥଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୮ ବର୍ଷ ହୋଇଥିଲା। ହୃଦ୍‌ଘାତ ତାଙ୍କର ପରଲୋକ ହୋଇଛି। ତାଙ୍କ ପୁଅ ଦେବଦଳନ ରଥ ଏହି ସୂଚନା ଦେଇଛନ୍ତି। ୧୯୬୩ରେ ଜନ୍ମିତ କିଶୋର ରଥ ରାଜ୍ୟର ବେଶ୍‌ ଜଣାଶୁଣା କାର୍ଟୁନିଷ୍ଟ ଭାବେ ପରିଚିତ ଥିଲେ । ଖଲିକୋଟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia