April 20, 2025

ପାରାଦ୍ୱୀପ ସିଜୁଠାରେ ଇଡ଼୍କୋ ଲ୍ୟାଣ୍ଡ ଏବଂ ପ୍ଲାଷ୍ଟିକ୍ ପାର୍କ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା

ଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଟିମ୍ ଦୁଇଦିନିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ପାରାଦ୍ୱୀପ ଯାଇ ଆଜି ସିଜୁଠାରେ ଇଡ଼୍କୋ ଲ୍ୟାଣ୍ଡ ଏବଂ ପ୍ଲାଷ୍ଟିକ୍ ପାର୍କ ପରିଦର୍ଶନ କରିଥିଲୋଆଜି ପୂର୍ବାହ୍ନରେ ଏହି ଟିମ୍ ପାରାଦ୍ୱୀପର ଅଫିସର୍ସ କ୍ଲବ୍ଠାରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ଇଡ୍କୋଦ୍ୱାରା ଶିଳ୍ପ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia