April 20, 2025

ପିପିଲି ଉପନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ: ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୩୦ରେ ପିପିଲି ଉପନିର୍ବାଚନ ପାଇଁ ପଡିବ ଭୋଟ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଆୟୋଗ ସୁଶୀଲ କୁମାର ଲୋହାନି । କରୋନା କାଳରେ ନିର୍ବାଚନ ହେଉଥିବାରୁ ଅନେକ ଦିଗ ଉପରେ ଦୃଷ୍ଟି ଦିଆଯାଇଛି ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia