April 25, 2025

ପୁଣି ଚିନ୍ତା ବଢାଉଛି କରୋନା, ୧୮ ଜିଲ୍ଲାରୁ ୨୩୧ ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ ଚିହ୍ନଟ ହୋଇଛନ୍ତି । ଗତକାଲି ସଂକ୍ରମିତଙ୍କ ସଂଖ୍ୟା ୨୦୪ ଛୁଇଁଥିଲା । ତେବେ ୧୩୫ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଥିବା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia