April 30, 2025

ପୁଣି ବଢ଼ିଲା ଦୈନିକ ସଂକ୍ରମଣ: ଆଜି ୧୦୧ ଅଧିକ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୧୫୨ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୦୮ଜଣ ରହିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia