April 22, 2025

ପୁଣି ବିଗିଡ଼ିଲା ଲତା ମଙ୍ଗେସକରଙ୍କ ସ୍ୱାସ୍ଥ୍ୟ, ଭେଣ୍ଟିଲେଟରରେ ହେଲେ ଭର୍ତ୍ତି

ମୁମ୍ବାଇ : ଭାରତର କିମ୍ବଦନ୍ତୀ ଗାୟିକା ତଥା ଭାରତ ରତ୍ନ ପୁରସ୍କାର ପ୍ରାପ୍ତ ଲତା ମଙ୍ଗେସକରଙ୍କୁ ଗତ କିଛି ଦିନ ହେବ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କରୋନା ସଂକ୍ରମିତ ହେବା ପରେ ଲତା ମଙ୍ଗେସକରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା ଏବଂ ପରେ ତାଙ୍କୁ ଜାନୁଆରୀ 8 ରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia