ଭୁବନେଶ୍ୱର: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ । ଏକାଧିକ ପଜିଟିଭ୍ ଚିହ୍ନଟ ପରେ ଫରେଷ୍ଟ ପାର୍କ ଅଞ୍ଚଳର ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ ଘୋଷଣା ହୋଇଛି କଣ୍ଟେନମେଣ୍ଟ ଜୋନ । ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । କଣ୍ଟେମେଣ୍ଟ ଜୋନ ଭିତରକୁ ବାହାର ଲୋକଙ୍କ ପ୍ରବେଶ ଉପରେ ଲାଗିଛି କଟକଣା ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Spanish envoy meets Majhi to explore biz opportunities
Brace for rain, thunderstorm & hail till April 25, IMD warns
Odisha native secures 100 percentile