April 22, 2025

ପୁରୀ ଏମାର ମଠରୁ ସିଂହ ମୂର୍ତ୍ତି ମିଳିବା ଘଟଣା: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ସମ୍ବିତ ପାତ୍ର

ପୁରୀ: ସ୍ଥାନୀୟ ଏମାର ମଠରୁ ଖନନ ବେଳେ ସିଂହ ମୂର୍ତ୍ତି ବାହାରିବା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର । ସମ୍ବିତ କହିଛନ୍ତି, ‘ସତ କେବେ ଲୁଚି ରହେ ନାହିଁ, ଆଜି ନ ହେଲେ କାଲି ପ୍ରକାଶିତ ହେବ । ଯଦି ଇତିହାସକୁ ସୁରକ୍ଷିତ ରଖି ନ ପାରିବା,

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia