April 22, 2025

ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀଠାରେ ଉଦଘାଟିତ ହେଲା ଶ୍ରୀଜଗନ୍ନାଥ ମେଡିକାଲ କଲେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତରେ ଯାଇ ମେଡିକାଲ କଲେଜର ଶୁଭ ଉଦଘାଟନ କରିଛନ୍ତି । ଏହି ଅବସରରେ ଭର୍ଚୁଆଲ ମୋଡରେ ଉପସ୍ଥିତ ରହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ୍ ମାଣ୍ଡଭ୍ୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲିକପ୍ଟର ଯୋଗେ ଆସି ମେଡିକାଲ କଲେଜ କ୍ୟାମ୍ପସରେ ଅବତରଣ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia