April 21, 2025

ପୁରୀଠାରୁ ୭୦ କିଲୋମିଟର ଦୂରରେ ‘ଜୱାଦ’, ୩ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ

ଭୁବନେଶ୍ୱର: ଉପକୂଳ ମୁହାଁ ଗଭୀର ଅବପାତ । ବାତ୍ୟା ‘ଜୱାଦ’ ଦୁର୍ବଳ ହେବା ପରେ ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇଛି । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେଇ ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର ଦୂରରେ ରହିଛି ‘ଜୱାଦ’।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia