April 20, 2025

ପୂର୍ବାଞ୍ଚଳ ଇଣ୍ଡିଆ ସ୍କିଲ୍ସ ପ୍ରତିଯୋଗିତାରେ ଓଡିଶାର 23ଟି ସ୍ଵର୍ଣ ପଦକ ହାସଲ

ଭୁବନେଶ୍ବର: ଦକ୍ଷତା ବିକାଶ କ୍ଷେତ୍ରରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ପାଟନା ଠାରେ ଆୟୋଜିତ ପୂର୍ବାଞ୍ଚଳ ଇଣ୍ଡିଆ ସ୍କିଲ୍ସ ପ୍ରତିଯୋଗିତାରେ ସର୍ବାଧିକ ପଦକ ଜିତି ସ୍କିଲ୍ଡ-ଇନ୍-ଓଡିଶା ପ୍ରତିଯୋଗୀ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି । ଏହି ପ୍ରତିଯୋଗିତାରେ ଓଡିଶା ସର୍ବମୋଟ ୨୩ଟି ସ୍ୱର୍ଣ୍ଣ ଏବଂ ୨୦ଟି ରୌପ୍ୟ ପଦକ ହାସଲ କରି ପୂର୍ବାଞ୍ଚଳ ଜୋନ୍ରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia