April 22, 2025

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି, ଗରିବ କଲ୍ୟାଣ ଅନ୍ନ ଯୋଜନା ଚାଲୁ ରଖିବାକୁ ଅନୁରୋଧ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି। ଗରିବ କଲ୍ୟାଣ ଅନ୍ନ ଯୋଜନା ଚାଲୁ ରଖିବାକୁ ଅନୁରୋଧ । କରୋନା କାଳରେ ଲାଗୁ ହୋଇଥିବା ଗରିବ କଲ୍ୟାଣ ଯୋଜନା ଚାଲୁ ରଖିବାକୁ ଚିଠିରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ଏବେ ବି ଦେଶରେ ମହାମାରୀ ସମ୍ପୂର୍ଣ୍ଣ ଯାଇନାହଁ । କରୋନା ପାଇଁ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ସମ୍ପୂର୍ଣ୍ଣ ଦୋହଲି ଯାଇଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia